Text copied!
Bibles in Odia

ଗୀତସଂହିତା 68:6-8 in Odia

Help us?

ଗୀତସଂହିତା 68:6-8 in ଓଡିଆ ବାଇବେଲ

6 ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।
7 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, ସେଲା
8 ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
ଗୀତସଂହିତା 68 in ଓଡିଆ ବାଇବେଲ