Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:9-12

Help us?
Click on verse(s) to share them!
9ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
10ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।
11ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
12ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:9-12ଗୀତସଂହିତା 68:9-12