Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:1-2

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ’ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
2ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:1-2ଗୀତସଂହିତା 69:1-2