Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:14-15

Help us?
Click on verse(s) to share them!
14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:14-15ଗୀତସଂହିତା 69:14-15