Text copied!
Bibles in Odia

ଗୀତସଂହିତା 69:14-16 in Odia

Help us?

ଗୀତସଂହିତା 69:14-16 in ଓଡିଆ ବାଇବେଲ

14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15 ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।
16 ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।
ଗୀତସଂହିତା 69 in ଓଡିଆ ବାଇବେଲ