Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:15-18

Help us?
Click on verse(s) to share them!
15ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।
16ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।
17ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
18ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:15-18ଗୀତସଂହିତା 69:15-18