Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:16-17

Help us?
Click on verse(s) to share them!
16ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।
17ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:16-17ଗୀତସଂହିତା 69:16-17