Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:19-21

Help us?
Click on verse(s) to share them!
19ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
20ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
21ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:19-21ଗୀତସଂହିତା 69:19-21