Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:2-3

Help us?
Click on verse(s) to share them!
2ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି।
3ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:2-3ଗୀତସଂହିତା 69:2-3