Text copied!
Bibles in Odia

ଗୀତସଂହିତା 69:2-4 in Odia

Help us?

ଗୀତସଂହିତା 69:2-4 in ଓଡିଆ ବାଇବେଲ

2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି।
3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
ଗୀତସଂହିତା 69 in ଓଡିଆ ବାଇବେଲ