Text copied!
Bibles in Odia

ଗୀତସଂହିତା 69:21-25 in Odia

Help us?

ଗୀତସଂହିତା 69:21-25 in ଓଡିଆ ବାଇବେଲ

21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
24 ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
25 ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
ଗୀତସଂହିତା 69 in ଓଡିଆ ବାଇବେଲ