Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:23-24

Help us?
Click on verse(s) to share them!
23ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:23-24ଗୀତସଂହିତା 69:23-24