Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:24-25

Help us?
Click on verse(s) to share them!
24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
25ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:24-25ଗୀତସଂହିତା 69:24-25