Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:28-30

Help us?
Click on verse(s) to share them!
28ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
29ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
30ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:28-30ଗୀତସଂହିତା 69:28-30