Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:3-7

Help us?
Click on verse(s) to share them!
3ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
4ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
5ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
6ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ।
7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ’ ମୁଖ ଆଚ୍ଛାଦନ କରିଅଛି।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:3-7ଗୀତସଂହିତା 69:3-7