Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:31-33

Help us?
Click on verse(s) to share them!
31ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:31-33ଗୀତସଂହିତା 69:31-33