Text copied!
Bibles in Odia

ଗୀତସଂହିତା 69:31-33 in Odia

Help us?

ଗୀତସଂହିତା 69:31-33 in ଓଡିଆ ବାଇବେଲ

31 ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
ଗୀତସଂହିତା 69 in ଓଡିଆ ବାଇବେଲ