Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:32-34

Help us?
Click on verse(s) to share them!
32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
34ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:32-34ଗୀତସଂହିତା 69:32-34