Text copied!
Bibles in Odia

ଗୀତସଂହିତା 69:32-34 in Odia

Help us?

ଗୀତସଂହିତା 69:32-34 in ଓଡିଆ ବାଇବେଲ

32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
ଗୀତସଂହିତା 69 in ଓଡିଆ ବାଇବେଲ