Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:33-35

Help us?
Click on verse(s) to share them!
33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
34ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:33-35ଗୀତସଂହିତା 69:33-35