Text copied!
Bibles in Odia

ଗୀତସଂହିତା 69:8-12 in Odia

Help us?

ଗୀତସଂହିତା 69:8-12 in ଓଡିଆ ବାଇବେଲ

8 ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
9 କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି।
10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ’ ନିନ୍ଦାର ବିଷୟ ହେଲା।
11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
ଗୀତସଂହିତା 69 in ଓଡିଆ ବାଇବେଲ