Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 6

ଗୀତସଂହିତା 6:1-4

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।

Read ଗୀତସଂହିତା 6ଗୀତସଂହିତା 6
Compare ଗୀତସଂହିତା 6:1-4ଗୀତସଂହିତା 6:1-4