Text copied!
Bibles in Odia

ଗୀତସଂହିତା 6:1-4 in Odia

Help us?

ଗୀତସଂହିତା 6:1-4 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2 ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4 ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
ଗୀତସଂହିତା 6 in ଓଡିଆ ବାଇବେଲ