Text copied!
Bibles in Odia

ଗୀତସଂହିତା 6:2-3 in Odia

Help us?

ଗୀତସଂହିତା 6:2-3 in ଓଡିଆ ବାଇବେଲ

2 ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
ଗୀତସଂହିତା 6 in ଓଡିଆ ବାଇବେଲ