Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 6

ଗୀତସଂହିତା 6:3-5

Help us?
Click on verse(s) to share them!
3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?

Read ଗୀତସଂହିତା 6ଗୀତସଂହିତା 6
Compare ଗୀତସଂହିତା 6:3-5ଗୀତସଂହିତା 6:3-5