Text copied!
Bibles in Odia

ଗୀତସଂହିତା 6:3-5 in Odia

Help us?

ଗୀତସଂହିତା 6:3-5 in ଓଡିଆ ବାଇବେଲ

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4 ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
ଗୀତସଂହିତା 6 in ଓଡିଆ ବାଇବେଲ