Text copied!
Bibles in Odia

ଗୀତସଂହିତା 6:3-6 in Odia

Help us?

ଗୀତସଂହିତା 6:3-6 in ଓଡିଆ ବାଇବେଲ

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4 ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
ଗୀତସଂହିତା 6 in ଓଡିଆ ବାଇବେଲ