3ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
4ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,