Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 71

ଗୀତସଂହିତା 71:1-3

Help us?
Click on verse(s) to share them!
1ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।
2ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋ’ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।
3ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।

Read ଗୀତସଂହିତା 71ଗୀତସଂହିତା 71
Compare ଗୀତସଂହିତା 71:1-3ଗୀତସଂହିତା 71:1-3