Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 71

ଗୀତସଂହିତା 71:10-12

Help us?
Click on verse(s) to share them!
10କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11“ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।”
12ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।

Read ଗୀତସଂହିତା 71ଗୀତସଂହିତା 71
Compare ଗୀତସଂହିତା 71:10-12ଗୀତସଂହିତା 71:10-12