Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 71

ଗୀତସଂହିତା 71:13-16

Help us?
Click on verse(s) to share them!
13ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
14ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
15ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
16ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।

Read ଗୀତସଂହିତା 71ଗୀତସଂହିତା 71
Compare ଗୀତସଂହିତା 71:13-16ଗୀତସଂହିତା 71:13-16