Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 71

ଗୀତସଂହିତା 71:18-20

Help us?
Click on verse(s) to share them!
18ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।

Read ଗୀତସଂହିତା 71ଗୀତସଂହିତା 71
Compare ଗୀତସଂହିତା 71:18-20ଗୀତସଂହିତା 71:18-20