Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:1-2

Help us?
Click on verse(s) to share them!
1ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:1-2ଗୀତସଂହିତା 72:1-2