Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:11-13

Help us?
Click on verse(s) to share them!
11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:11-13ଗୀତସଂହିତା 72:11-13