Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:13-15

Help us?
Click on verse(s) to share them!
13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
15ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:13-15ଗୀତସଂହିତା 72:13-15