Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:15-16

Help us?
Click on verse(s) to share them!
15ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
16ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:15-16ଗୀତସଂହିତା 72:15-16