Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:3-5

Help us?
Click on verse(s) to share them!
3ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
4ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
5ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:3-5ଗୀତସଂହିତା 72:3-5