Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:8-10

Help us?
Click on verse(s) to share them!
8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
9ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:8-10ଗୀତସଂହିତା 72:8-10