Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:11-13

Help us?
Click on verse(s) to share them!
11ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି ?
12ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:11-13ଗୀତସଂହିତା 73:11-13