Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:17-20

Help us?
Click on verse(s) to share them!
17ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି।
18ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
19ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୁ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:17-20ଗୀତସଂହିତା 73:17-20