Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:21-24

Help us?
Click on verse(s) to share them!
21ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।
22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।
23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:21-24ଗୀତସଂହିତା 73:21-24