Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:23-26

Help us?
Click on verse(s) to share them!
23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
26ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋ’ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:23-26ଗୀତସଂହିତା 73:23-26