Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:25-28

Help us?
Click on verse(s) to share them!
25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
26ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋ’ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।
27କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
28ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:25-28ଗୀତସଂହିତା 73:25-28