Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:3-6

Help us?
Click on verse(s) to share them!
3କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
4ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।
5ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
6ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:3-6ଗୀତସଂହିତା 73:3-6