Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:7-10

Help us?
Click on verse(s) to share them!
7ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
8ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
9ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
10ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:7-10ଗୀତସଂହିତା 73:7-10