Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 74

ଗୀତସଂହିତା 74:1-4

Help us?
Click on verse(s) to share them!
1ଆସଫର ମସ୍କୀଲ୍‍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
2ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
3ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
4ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।

Read ଗୀତସଂହିତା 74ଗୀତସଂହିତା 74
Compare ଗୀତସଂହିତା 74:1-4ଗୀତସଂହିତା 74:1-4