Text copied!
Bibles in Odia

ଗୀତସଂହିତା 74:11-15 in Odia

Help us?

ଗୀତସଂହିତା 74:11-15 in ଓଡିଆ ବାଇବେଲ

11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12 ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
ଗୀତସଂହିତା 74 in ଓଡିଆ ବାଇବେଲ