Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 74

ଗୀତସଂହିତା 74:15-19

Help us?
Click on verse(s) to share them!
15ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
16ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18ହେ ସଦାପ୍ରଭୁ, ଶତ୍ରୁ ଧିକ୍‍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
19ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।

Read ଗୀତସଂହିତା 74ଗୀତସଂହିତା 74
Compare ଗୀତସଂହିତା 74:15-19ଗୀତସଂହିତା 74:15-19