Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 74

ଗୀତସଂହିତା 74:2-3

Help us?
Click on verse(s) to share them!
2ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
3ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।

Read ଗୀତସଂହିତା 74ଗୀତସଂହିତା 74
Compare ଗୀତସଂହିତା 74:2-3ଗୀତସଂହିତା 74:2-3