Text copied!
Bibles in Odia

ଗୀତସଂହିତା 74:2-3 in Odia

Help us?

ଗୀତସଂହିତା 74:2-3 in ଓଡିଆ ବାଇବେଲ

2 ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
ଗୀତସଂହିତା 74 in ଓଡିଆ ବାଇବେଲ